The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପୁଣି ୧୫ ଦିନ ସମୟ ଗଡାଇଲେ ଶ୍ରଦ୍ଧାଞ୍ଜଳି

Facebook
Twitter
LinkedIn

ଭୁବନେଶ୍ୱର : ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଗିରଫ ଘଟଣା । ପୁଣି ବାହାନା ଦେଖାଇଲେ ଶ୍ରଦ୍ଧାଞ୍ଜଳି । ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ପୁଣି ୧୫ ଦିନ ସମୟ ଗଡାଇଲେ ଶ୍ରଦ୍ଧାଞ୍ଜଳି । ଆସନ୍ତା ୨୦ ତାରିଖରେ ବ୍ୟକ୍ତିଗତ ହାଜିରା ହେବା ପାଇଁ କୋର୍ଟଙ୍କ ନିର୍ଦ୍ଦେଶ । ଅନ୍ୟପଟେ ବ୍ୟକ୍ତିଗତ ହାଜର ବେଳେ କମେଣ୍ଟର ଶିକାର ହେଉଛନ୍ତି ଅର୍ଚନା ନାଗ । ବ୍ୟକ୍ତିଗତ ହାଜର ପରିବର୍ତ୍ତେ ଭିଡିଓ କନଫରେନସିଂରେ ହାଜର ପାଇଁ କୋର୍ଟରେ ଅପିଲ କଲେ ଅର୍ଚ୍ଚନାଙ୍କ ଓକିଲ । ଭିସିରେ ହାଜର ପାଇଁ କୋର୍ଟ ଅନୁମତି ଦେଇଥିବା ସୂଚନା । ସେପଟେ ଜେଲରେ ଜେରା ପାଇଁ କୋର୍ଟରେ ଆବେଦନ କଲା ଇଡି । ଏହାର ଶୁଣାଣି ଆସନ୍ତା ୨୦ ତାରିଖ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

ADVERTISEMENT
ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ସୋଭନା ମହାନ୍ତିଙ୍କୁ ମହିଳା କମିଶନ ଅଧ୍ୟକ୍ଷା ଓ ବବିତା ପାତ୍ରଙ୍କୁ ଶିଶୁ ସୁରକ୍ଷା ଆୟୋଦ ଅଧ୍ୟକ୍ଷା ଭାବେ ନିଯୁକ୍ତ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ନିଯୁକ୍ତ ହେଲେ ରାଜ୍ୟ ସରକାର । ନିଯୁକ୍ତି ନେଇ...

Login