The Ultimate Managed Hosting Platform
ADVERTISEMENT

କାଲିଠୁ ଆଜି ଅଧିକ ତାତି

Facebook
Twitter
LinkedIn

ଭୁବନେଶ୍ୱର : କାଲିଠୁ ଆଜି ରାଜଧାନୀ ଭୁବନେଶ୍ୱର ତାତି ଅଧିକ । ସକାଳ ୮ ଟା ୩୦ ସୁଦ୍ଧା ତାପମାତ୍ରା ୩୨.୬ ଡିଗ୍ରୀ । ଆଦ୍ରତା ୭୯ ପ୍ରତିଶତ ରହିଥିବାରୁ ତାତି ସହ ପ୍ରବଳ ଗୁଳୁଗୁଳି । ଗତ କିଛି ଦିନର ବିରତି ପରେ ପୁଣି ତାତି କଲବଲ କରିଛି ଲୋକଙ୍କୁ । ଅସହ୍ୟ ଗରମ ଯୋଗୁଁ ଘରୁ ବାହାରିବା କଷ୍ଟକର ହୋଇପଡିଛି ।ଭୁବନେଶ୍ୱରରେ ୭୯ ପ୍ରତିଶତ ଆର୍ଦ୍ରତା ଯୋଗୁ ଅସହ୍ୟ ଗୁଳୁଗୁଳି ହେଉଛି । ଗତକାଲି ପଶ୍ଚିମ ଓଡ଼ିଶାର ୬ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login