The Ultimate Managed Hosting Platform
ADVERTISEMENT

ଗିରଫ ହେଲେ ଇମ୍ରାନ ଖାନ୍

Facebook
Twitter
LinkedIn

ଇସଲାମବାଦ୍ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଗିରଫ । ଇସଲାମବାଦ ହାଇକୋର୍ଟ ବାହାରୁ ଇମ୍ରାନ ଖାନ ଗିରଫ । ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ଗିରଫ କଲା ପାକିସ୍ତାନ ରେଞ୍ଜର୍ସ । ହାଇକୋର୍ଟ ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି । ଇମ୍ରାନଙ୍କୁ ଏଭଳି ସମୟରେ ଗିରଫ କରାଯାଇଛି, ଯେତେବେଳେ ସେ ପାକିସ୍ତାନର ଗୁଇନ୍ଦା ଏଜେନ୍ସି ଓ ଆଇଏସଆଇର ଅଧିକାରୀ ମେଜର ଜେନରାଲ ଫ୍ରେସଲ ନସୀରଙ୍କ ଉପରେ ଗମ୍ଭୀର ଅଭିଯୋଗ ଆଣିଥିଲେ । ଇମ୍ରାନ ଅଭିଯୋଗ ଆଣିଥିଲେ କି ମେଜର ଜେନରାଲ ଫୈସଲ ନସୀର ତାଙ୍କୁ ହତ୍ୟା କରିବାକୁ ଚେଷ୍ଟା କରିଥିଲେ । ଇମ୍ରାନଙ୍କ ଏଭଳି ବୟାନକୁ ନେଇ ପାକିସ୍ତାନ ସେନା ପକ୍ଷରୁ କଟାକ୍ଷ କରାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login