The Ultimate Managed Hosting Platform
ADVERTISEMENT

ମୋଦୀ-ନବୀନ ବୈଠକ; ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ବିଷୟରେ ହୋଇଛି ଆଲୋଚନା

Facebook
Twitter
LinkedIn

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୈଠକ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସୂଚନା । କହିଲେ, ବିଭିନ୍ନ ପ୍ରସଙ୍ଗ ଉପରେ ହେଲା ଆଲୋଚନା । ଶ୍ରୀ ଜଗନ୍ନାଥ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ ବିଷୟରେ ଆଲୋଚନା ହେବା ସହ ଭୁବନେଶ୍ୱର ଏୟାରପୋର୍ଟ ଟ୍ରାଫିକ ସମସ୍ୟା ବିଷୟରେ ମଧ୍ୟ ଆଲୋକପାତ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login