The Ultimate Managed Hosting Platform
ADVERTISEMENT

ଗଛରେ ପିଟିଲା ବୋଲେରୋ: ୨ ମୃତ, ୨ ଗୁରୁତର

Facebook
Twitter
LinkedIn

ଯୋଡ଼ା : ଗଛରେ ପିଟିଲା ବୋଲେରୋ । ଚମ୍ପୁଆ ଥାନା ରାମଚନ୍ଦ୍ରପୁର ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ। ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ଗତ ବିଳମ୍ବିତ ରାତିରେ ଝାଡ଼ଖଣ୍ଡରୁ ଏକ ବିବାହ ଭୋଜିରୁ ଫେରୁଥିଲା ବେଳେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ କୋଇଡ଼ା ଥାନା କମଣ୍ଡୋ ଅଞ୍ଚଳର ବିନୋଦ ବାରିକ ଓ ନିଳାଦ୍ରି ଘଣା ବୋଲି ଜଣାପଡିଛି। ସେପଟେ ଦୁର୍ଘଟଣାରେ ୨ଗୁରୁତରଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯଇଛି। ଘଟଣାସ୍ଥଳରେ ଚମ୍ପୁଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିଧାନସଭା ପରମ୍ପରାକୁ ହତ୍ୟା କରାଯାଇଛି-ଭକ୍ତ

ବଳଙ୍ଗା ପୀଡିତା ମୃତ୍ୟୁ ଘଟଣା : ଅଗଷ୍ଟ ୧୪ରେ ପଦଯାତ୍ରା କରିବ କଂଗ୍ରେସ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି। ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ । ଅଗଷ୍ଟ ୧୪...

ADVERTISEMENT
ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଲକ୍ଷପତି ଦିଦି ହେବେ କୋଟିପତି : ପ୍ରଭାତୀ

ଭୁବନେଶ୍ୱର :ଲକ୍ଷପତି ଦିଦି କୋଟିପତି ହେବେ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବିନା ସୁଧରେ ୧୦ ଲକ୍ଷ ପ ର୍ଯ୍ୟନ୍ତ ରୁଣ ଯୋଗାଇବାକୁ ସରକାରଙ୍କ ପ୍ରାଥମିକତା...

Login