The Ultimate Managed Hosting Platform
ADVERTISEMENT

କମ୍ବିଂ ଅପେରସନ ବେଳେ ସୁରକ୍ଷା କର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ

Facebook
Twitter
LinkedIn

ବାଲିଗୁଡା : ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିନ୍ଧିପଙ୍ଖାଲ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି ।ଏସଓଜି ଓ ଡିଭିଏଫ ପକ୍ଷରୁ ସିନ୍ଧିପଙ୍ଖାଲ ଜଙ୍ଗଲରେ କମ୍ବିଂ ଅପେରସନ ବେଳେ ସୁରକ୍ଷା କର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ପାଲଟା ଜବାବରେ ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ସୂଚନା ରହିଛି । ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏବେ ବି ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login