The Ultimate Managed Hosting Platform
ADVERTISEMENT

ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର: ଆସନ୍ତା ମେ ୨୭ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବାକୁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ ବି ସେହି ବୈଠକରେ ସେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପ୍ରସଙ୍ଗ ଉଠାଇଥିଲେ । ଏଥର ବି ସେହି ଦାବି ଦୋହରାଇବେ ମୁଖ୍ୟମନ୍ତ୍ରୀ। ଏଥିସହ ସ୍ୱତନ୍ତ୍ର ପ୍ୟାକେଜ, ଡିବିଟି ମାଧ୍ୟମରେ ଟଙ୍କା ମିଳୁଥିବାରୁ ସବୁ ପଞ୍ଚାୟତରେ ବ୍ୟାଙ୍କ ଖୋଲିବା ନେଇ ଦାବି ରଖିବେ ନବୀନ।
ଟେଲିକମ୍ୟୁନିକେସନ ସୁବିଧା ନେଇ ମଧ୍ୟ ଦାବି ଉଠାଯିବ। ସହରରେ 5G ସମୟରେ ଗାଁରେ 2G କାମ କରୁନି। ଏହାକୁ ଥ୍ରୀଜି କିମ୍ବା ଫୋର-ଜି କରିବାକୁ ନବୀନ ନୀତି ଆୟୋଗ ବୈଠକରେ ଦାବି ଉଠାଇବେ। ରାଜ୍ୟ ସରକାର ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଛନ୍ତି ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login