The Ultimate Managed Hosting Platform
ADVERTISEMENT

ସଫଳ ହେଲା କୁମ୍ଭୀରଙ୍କ ପ୍ରଜନନ, ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର ଛୁଆ

Facebook
Twitter
LinkedIn

ନୟାଗଡ : ସାତକୋଶିଆରୁ ଆସିଲା ଖୁସି ଖବର । କ୍ରମାଗତ ତୃତୀୟ ବର୍ଷ ପାଇଁ ଘଡ଼ିଆଳ ପ୍ରଜନନ ସଫଳ ହୋଇଛି । ଗୁରୁବାର ଅଣ୍ଡା ଫୁଟି ବାହାରିଲେ ଘଡ଼ିଆଳ କୁମ୍ଭୀର । ମା ‘ କୁମ୍ଭୀର ସହ ଛୁଆ ଗୁଡିକ ଖେଳୁଥିବାର ଫଟୋ ବନ ବିଭାଗର କ୍ୟାମେରାରେ କଏଦ ହୋଇଛି । ସାତକୋଶିଆ ଗଣ୍ଡର ବଳଦମରା ନିକଟରେ ୩୦ ରୁ ୩୫ ଘଡ଼ିଆଳ ଛୁଆ ବାହାରିଥିବା ଜଣାପଡିଛି । ରାଜ୍ୟରେ ଘଡିଆଳ ସଂଖ୍ୟା ବଢାଇବା ପାଇଁ ଏହି ଯୋଜନା କରାଯାଇଥିବା ବେଳେ , ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀର ୨୦୨୧ ମସିହାରୁ ସଫଳତାର ସହ ଅଣ୍ଡା ଫୁଟେଇ ଆସୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login