The Ultimate Managed Hosting Platform
ADVERTISEMENT

ପୁଣି ଫେରିଲା ମାସ୍କ କଟକଣା, ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ

Facebook
Twitter
LinkedIn

ଭୁବନେଶ୍ୱର : ପୁଣି ଫେରିଲା ମାସ୍କ କଟକଣା । ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆସିଛି ନିର୍ଦ୍ଦେଶନାମା। ସବୁ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନର କର୍ମଚୀରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ମାସ୍କ ପିନ୍ଧିବେ। କୋଭିଡ୍ ସଂକ୍ରମଣ ଅଧିକ ହେବାରୁ ଏହି ପଦକ୍ଷେପ ନେଇଛି ସ୍ୱାସ୍ଥ୍ୟ ବିଭାଗ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login