The Ultimate Managed Hosting Platform
ADVERTISEMENT

Accident in delhi : ଦିଲ୍ଲୀ ହାଇୱେରେ ସିରିଜ ଦୁର୍ଘଟଣା, ପଛକୁ ପଛ ପିଟି ହେଲା ୫ କାର

Facebook
Twitter
LinkedIn

ନୂଆଦିଲ୍ଲୀ : ଦିଲ୍ଲୀ ହାଇୱେରେ ସିରିଜ ଦୁର୍ଘଟଣା । ପଛକୁ ପଛ ପିଟି ହେଲା ୫ କାର । ଦିଲ୍ଲୀ-ଲକ୍ଷ୍ନୌ ହାଇୱେରେ ହାପୁଡରେ ଏପରି ଦୁର୍ଘଟଣା ହୋଇଛି । କୁହୁଡ଼ି ପାଇଁ ରାସ୍ତା ଦେଖାନଯିବାରୁ ପଛକୁ ପଛ ପିଟି ହୋଇଛି ୫ରୁ ଅଧିକ କାର । ଗୋଟିଏ କାର ଅନ୍ୟ ଏକ କାରକୁ ଧକ୍କା ଦେଇଥିଲା ପରେ ପଛକୁ ପଛ ପିଟି ହୋଇଥିଲା ଗାଡ଼ି । ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେହିପରି ଦିଲ୍ଲୀ ହରୟାଣା ନିକଟ ବାହାଦୁରଗଡ଼ ଷ୍ଟେସନ ଅଞ୍ଚଳରେ ଜିରୋ ଭିଜିବିଲିଟି ପାଇଁ ଦୁର୍ଘଟଣା ବଢିଚାଲିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login