The Ultimate Managed Hosting Platform
ADVERTISEMENT

AI camera will prevent question paper leaks : ପ୍ରଶ୍ନପତ୍ର ଲିକ ରୋକିବ AI କ୍ୟାମେରା !

Facebook
Twitter
LinkedIn

ଭୁବନେଶ୍ୱର : ପ୍ରଶ୍ନପତ୍ର ଲିକ ରୋକିବ AI କ୍ୟାମେରା ! ଉଭୟ ପରୀକ୍ଷାର୍ଥୀ ଓ ପର୍ଯ୍ୟବେକ୍ଷକ ଉପରେ ନଜର ରଖିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଯୁକ୍ତ ଦୁଇ ପରୀକ୍ଷାର ପ୍ରଶ୍ନପତ୍ର ଲିକ ରୋକିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବ୍ୟବହାର କରିବ ଉତ୍କୃଷ୍ଟ AI କ୍ୟାମେରା । ରାଜ୍ୟର ୨୧୧ ପରୀକ୍ଷା ହବରେ ଏହାକୁ ଲଗାଯିବ । ନିଜ ପକ୍ଷରୁ ଏହି କାର୍ଯ୍ୟକ୍ରମ ଗ୍ରହଣ କରିବ ପରିଷଦ । ଏଥିପାଇଁ କଲେଜ ଇଣ୍ଟରନେଟ ଉପରେ ନିର୍ଭର କରିବାକୁ ପଡିବ ନାହିଁ । AI କ୍ୟାମେରାରେ ଲଗାଯିବ ୧୨୮ GB କାର୍ଡ । ଏଥିପାଇଁ ଦିଆଯିବ ପାୱାର ବ୍ୟାକଅପ । ଆସନ୍ତା ଫେବୃଆରୀ ୯ ତାରିଖ ସୁଦ୍ଧା ସବୁ ହବରେ ଲଗାଯିବ ଏହି କ୍ୟାମେରା । ଅନ୍ୟପଟେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଫିସରେ ଖୋଲିଲା କଣ୍ଟ୍ରୋଲ ରୁମ । ପ୍ରଥମ ଥର ପାଇଁ ପ୍ରାକ୍ଟିକାଲ ପରୀକ୍ଷାକୁ ଏହି କଣ୍ଟ୍ରୋଲ ରୁମରୁ ମନିଟର କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login