The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

AIIMS ବର୍ଣ୍ଣ ୱାର୍ଡ ନିଶିଦ୍ଧାଞ୍ଚଳ, ୧୬୩ ଧାରା ଲାଗୁ

Facebook
Twitter
LinkedIn

ଭୁବନେଶ୍ୱର : ବଳଙ୍ଗା ଅଞ୍ଚଳ ଘଟଣାକୁ ନେଇ ଏମ୍ସ ପରିସରରେ ଉତ୍ତେଜନା । ଉତ୍ତେଜନା ପରେ ବର୍ଣ୍ଣ ୱାର୍ଡକୁ ନିଷିଦ୍ଧାଞ୍ଚଳ ଘୋଷଣା କଲା ପୋଲିସ । ୧୬୩ ଧାରା ଲାଗୁ କଲା ପୋଲିସ । ସମ୍ପୁର୍ଣ୍ଣ ଅଞ୍ଚଳ ଖାଲି କରିବାକୁ ପୋଲିସର ନିଦେ୍ର୍ଦଶ । ନାରାବାଜି ସହ ମୁହାଁମୁହିଁ ହେଲେ ବିଜେପି-ବିଜେଡି-କଂଗ୍ରେସ । ସୁରକ୍ଷାକୁ ଦୃଷ୍ଟିରେ ରଖି ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଯେଉଁମାନେ ରୋଗୀଙ୍କୁ ଦେଖା କରିବାକୁ ଚାହୁଛନ୍ତି ସେମାନେ ଗୋଷ୍ଠୀଗତ ଭାବେ ଏଠାକୁ ଆସି ପାରିବେ ନାହିଁ ବୋଲି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା । କେହି ଦେଖା କରିବାକୁ ଚାହୁଥିଲେ ଏମ୍ସ ନିର୍ଦ୍ଦେଶକଙ୍କ ସହ କଥା ହୋଇ ଆସିପାରିବେ ନଚେତ ହେଲ୍ଥ ବୁଲେଟିନ ମଗାଇପାରିବେ ବୋଲି ସେ କହିଛନ୍ତି ।
ଏମ୍ସ ଭୁବନେଶ୍ବରରେ ଭର୍ତ୍ତି ଥିବା ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକା ଗୁରୁତର ଅଛନ୍ତି । ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login