The Ultimate Managed Hosting Platform
ADVERTISEMENT

Ama bus caught fire : ଜଳିଗଲା ‘ଆମ ବସ’

Facebook
Twitter
LinkedIn

ଭୁବନେଶ୍ୱର : କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ । ହଠାତ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡିଥିଲେ । ଏହାପରେ ବସଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଗଲା । ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ । ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login