The Ultimate Managed Hosting Platform
ADVERTISEMENT

ବିଦ୍ୟୁତ ଆଘାତରେ ପୁଣି ଏକ ମାଈ ହାତୀର ମୃତ୍ୟୁ

Facebook
Twitter
LinkedIn

କଳାହାଣ୍ଡି: ବିଦ୍ୟୁତ ଆଘାତରେ ପୁଣି ଏକ ମାଈ ହାତୀର ମୃତ୍ୟୁ ହୋଇଛି । କଳାହାଣ୍ଡି ଜିଲ୍ଲା ଏମ୍ ରାମପୁର ସ୍ଥିତ ଉତ୍ତର ବନଖଣ୍ଡ ଅଞ୍ଚଳରେ ଏହି ଘଟଣା ଘଟିଛି । ରାସ୍ତା ପାର ହୋଇ ଯାଉଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିବା ହେତୁ ମାଈ ହାତୀଟିର ମୃତ୍ୟୁ ହୋଇଥିବା ଜଣା ପଡ଼ିଛି । ଏ ନେଇ ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତ ହାତୀଟିର ବୟସ ୨୨ ରୁ ୨୫ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ବାଗେଶ୍ୱର ଧାମ ନିକଟରେ କାନ୍ଥ ଭୁଶୁଡି ଜଣଙ୍କର ଜୀବନ ଗଲା , ୧୧ ଜଣ ଆହତ

ନୂଆଦିଲ୍ଲୀ : ବାଗେଶ୍ୱର ଧାମରେ ଭୁଶୁଡିଲା କୋଠା । ମଧ୍ୟପ୍ରଦେଶ ଛତରପୁର ଜିଲ୍ଲା ବାଗେଶ୍ୱର ଧାମନିକଟରେ ଥିବା ଏକ ଢାବାରେ କାନ୍ଥ ଭୁଶୁଡିପଡିଛି । ଏହି ଘଟଣାରେ...

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login