The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ପୁରୀରେ ପହଞ୍ଚି ଶ୍ରୀ ଜିଉଙ୍କୁ ଦର୍ଶନ କଲେ ନୂଆ ପୋଲିସ୍ ଡିଜି ସୁନୀଲ ବଂଶଲ

Facebook
Twitter
LinkedIn

ପୁରୀ: ନବ ନିଯୁକ୍ତ ପୋଲିସ ଡିଜି ସୁନୀଲ ବଂଶଲ ଆଜି ପତ୍ନୀଙ୍କ ସହ ପୁରୀରେ ପହଞ୍ଚି ଶ୍ରୀ ଜୀଉଙ୍କୁ ଦର୍ଶନ କରିଛନ୍ତି । ଗତ ୩୧ ତାରିଖରେ ସେ ପୋଲିସ୍ ଡିଜି ଭାବେ ଦାୟିତ୍ୱ ନେଇଥିଲେ । ଦାୟିତ୍ୱ ନେବା ପରେ ଆଜି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ତାଙ୍କର ବହୁ ଦିନର ଆଶା ପୁରଣ ହୋଇଥିବା କହିଛନ୍ତି ବଂଶଲ ।

ପୋଲିସ୍ ଡିଜି ଭାବେ ଦାୟିତ୍ୱ ନେବା ପରେ ଅପରାଧମକୁ ନିୟନ୍ତ୍ରଣ କରିବାକୁ ବିଭିନ୍ନ ଟେକ୍ନୋଲୋଜି ଉପରେ ଗୁରୁତ୍ୱ ଦିଆ ଯାଉଥିବା ବେଳେ, ରାଜ୍ୟରେ ଧଳା ଜହର କାରବାରକୁ ରୋକିବାକୁ ସରକାର ବେଶି ଗୁରୁତ୍ୱ ଦେଉଛନ୍ତି ବୋଲି ସେ କହିଛନ୍ତି ।

ନୂଆ ବର୍ଷ ଉପଲକ୍ଷେ ଭିଡ଼ ଆଶଙ୍କାରେ ଭକ୍ତଙ୍କ ପାଇଁ ଦୁଇଦିନ ଶ୍ରୀମନ୍ଦିର ବନ୍ଦ ରଖିଥିଲା ପ୍ରଶାସନ । ତେବେ ଦୁଇ ଦିନ କଟକଣା ଓ ରବିବାର ପରେ ଆଜି ଶ୍ରୀମନ୍ଦିର ଖୋଲିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login