The Ultimate Managed Hosting Platform
ADVERTISEMENT

ଡିସେମ୍ବର ୧ରେ ବିଧାନସଭା ଶୀତ ଅଧିବେସନ; ସୁରକ୍ଷା ପାଇଁ ୩୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ

Assembly-winter-session-on-1-December-30-platoon-police-force-for-security
Facebook
Twitter
LinkedIn

ଭୁବନେଶ୍ୱର: ଚଳିତ ବର୍ଷ ବିଧାନସଭା ଶୀତ ଅଧିବେସନ ଆସନ୍ତା କାଲି ଅର୍ଥାତ ଡିସେମ୍ବର ୧ ରେ ହେବାକୁ ଥିବା ବେଳେ, ସୁରକ୍ଷା ପାଇଁ ମୁତୟନ ହେଲେ ୩୦ ପ୍ଲାଟୁନ୍ ପୋଲିସ୍ ଫୋର୍ସ । ତ୍ରିସ୍ତରୀୟ ସୁରକ୍ଷା ଭିତରେ ରହିବ ବିଧାନସଭା । ଏଥିରେ ସୁତୟନ ହେବେ ୧୨୦ ଜଣ ବରିଷ୍ଠ ଅଫିସର । ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିବେ ପୋଲିସ୍ ଡିଜି ।

ଭୁବନେଶ୍ୱର ଡିସିପିଙ୍କ ଦିୟିତ୍ୱରେ ରହିବ ବିଧାନସଭା ସୁରକ୍ଷା ବ୍ୟବସ୍ଥା । ତେବେ ଭିଡ଼ ହିଂସା ଓ ସମ୍ଭାବ୍ୟ ବଡ଼ ଧରଣର ଆକ୍ରମଣକୁ ମୁକାବିଲା କରିବା ପାଇଁ ୨ ୟୁନିଟ୍ ସ୍ପେଶାଲ ଟାକ୍ଟିକାଲ ଫୋର୍ସ, ଗୋଟିଏ ୟୁନିଟ ଷ୍ଟ୍ରାଇକିଂ ଫୋର୍ସ ଓ କ୍ୟୁଏଟି ଟିମକୁ ମୁତୟନ କରାଯିବ । ରୁଫୁଟଫ ସିକୁରିଟି ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇ ସିସିଟିଭ ସର୍ଭିଲାନ୍ସକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି । ଭିଡ଼ ହିଂସା ଓ ସମ୍ଭାବ୍ୟ ବଡ଼ ଧରଣର ଆକ୍ରମଣକୁ ମୁକାବିଲା କରିବା ପାଇଁ ୨ ୟୁନିଟ୍ ସ୍ପେଶାଲ ଟାକ୍ଟିକାଲ ଫୋର୍ସ, ଗୋଟିଏ ୟୁନିଟ ଷ୍ଟ୍ରାଇକିଂ ଫୋର୍ସ ଓ କ୍ୟୁଏଟି ଟିମକୁ ମୁତୟନ କରାଯିବ । ରୁଫୁଟଫ ସିକୁରିଟି ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇ ସିସିଟିଭ ସର୍ଭିଲାନ୍ସକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି ।ମାଷ୍ଟରକ୍ୟାଣ୍ଟିନ ପଟୁ ପିଏମଜି ଆଡ଼କୁ ଆସୁଥୁବା ସମସ୍ତ ଗାଡ଼ି ଲୋୟର ପିଏମଜି ଛକରୁ ବାମ କିମ୍ବା ଡାହାଣ ପାର୍ଶ୍ବ ରାସ୍ତା ଦେଇ ଯାଇପାରିବେ । କିନ୍ତୁ ସେମାନଙ୍କୁ ମହାତ୍ମାଗାନ୍ଧୀ ମାର୍ଗରେ ଯିବା ପାଇଁ ଅନୁମତି ଦିଆଯିବ ନାହିଁ । ୧୨୦ ବାଟାଲିୟନ ଛକ ପଟୁ ପିଏମଜି ଛକ ଆଡ଼କୁ ଆସୁଥୁବା ସମସ୍ତ ଗାଡ଼ି ପାୱାର ହାଉସ୍ ଛକ ଆଡ଼କୁ ଯିବେ । ରାଜଭବନ ଛକ ପଟୁ ଏମଏଲ୍ଏ କଲୋନି ଏବଂ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ସମସ୍ତ ଗାଡ଼ି ଶାସ୍ତ୍ରୀନଗର ଆଡ଼କୁ ଯିବେ । ଏହି କଟକଣା ବିଧାନସଭା, ଲୋକସେବା ଭବନ ଏବଂ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବ ନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login