ଭୁବନେଶ୍ୱର : ଓଏଏସ ସଂଘର ନିଷ୍ପତ୍ତିକୁ ସମର୍ଥନ ଜଣାଇଲା ଓଆରଏସ ସଂଘ । ଓଆରଏସ ସଂଘର ବୈଠକ ପରେ ନିଷ୍ପତ୍ତି ନେଇ ଅବଗତ କଲେ । ରାଜସ୍ୱ ମନ୍ତ୍ରୀଙ୍କ ଅନୁରୋଧ ଅନୁସାରେ ରଥ , ବନ୍ୟା ଡ୍ୟୁଟି କରିବୁ କହିଲେ । ମାତ୍ର ଅନ୍ୟାନ୍ୟ କ୍ଷେତ୍ରରେ ଦାବି ପୂରଣ ନ ହେବା ଯାଏଁ କାର୍ଯ୍ୟ ବନ୍ଦ ଆନେ୍ଦାଳନ । ଓଆରଏସ ଅଫିସରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିବେଦନ । ଆନେ୍ଦାଳନକୁ ନ ଯାଇ ସରକାରଙ୍କ ସହ ଆଲୋଚନାକୁ ଆସନ୍ତୁ ।
ସୂଚନା ଅନୁଯାୟୀ , ବିଏମ୍ସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇ ଥିଲା ଓଆରଏସ୍ ସଂଘ । ସଂଘ ତରଫରୁ ଦାବି କରାଯାଇଥିଲା ଯେ ଏଭଳି ଅମାନୁଷିକ ଆକ୍ରମଣ ପଛରେ ହାତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯାଉ । ଓଆରଏସ୍ ସଂଘ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏକ ବୈଠକ କରିଥିଲେ । ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ମଧ୍ୟ ଉପସ୍ଥିତ ଥିଲେ । ସମୂହ ଛୁଟିରେ ଥିବା ଓଆରଏସ କର୍ମଚାରୀଙ୍କୁ କାର୍ୟ୍ୟରେ ଯୋଗଦେବାକୁ ବୁଝାଇଥିଲେ ।
BMC ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା : ଓଏଏସ ସଂଘକୁ ଓଆରଏସଙ୍କ ସମର୍ଥନ
Facebook
Twitter
LinkedIn
Facebook
Twitter
LinkedIn
Recent News
Best Live Casino Games Evolution Games
From my experience, it can be hard as a beginner to know which live dealer games to play. Operators must...
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...







