The Ultimate Managed Hosting Platform
ADVERTISEMENT

BMC ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା : ଓଏଏସ ସଂଘକୁ ଓଆରଏସଙ୍କ ସମର୍ଥନ

Facebook
Twitter
LinkedIn

ଭୁବନେଶ୍ୱର : ଓଏଏସ ସଂଘର ନିଷ୍ପତ୍ତିକୁ ସମର୍ଥନ ଜଣାଇଲା ଓଆରଏସ ସଂଘ । ଓଆରଏସ ସଂଘର ବୈଠକ ପରେ ନିଷ୍ପତ୍ତି ନେଇ ଅବଗତ କଲେ । ରାଜସ୍ୱ ମନ୍ତ୍ରୀଙ୍କ ଅନୁରୋଧ ଅନୁସାରେ ରଥ , ବନ୍ୟା ଡ୍ୟୁଟି କରିବୁ କହିଲେ । ମାତ୍ର ଅନ୍ୟାନ୍ୟ କ୍ଷେତ୍ରରେ ଦାବି ପୂରଣ ନ ହେବା ଯାଏଁ କାର୍ଯ୍ୟ ବନ୍ଦ ଆନେ୍ଦାଳନ । ଓଆରଏସ ଅଫିସରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିବେଦନ । ଆନେ୍ଦାଳନକୁ ନ ଯାଇ ସରକାରଙ୍କ ସହ ଆଲୋଚନାକୁ ଆସନ୍ତୁ ।
ସୂଚନା ଅନୁଯାୟୀ , ବିଏମ୍ସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇ ଥିଲା ଓଆରଏସ୍ ସଂଘ । ସଂଘ ତରଫରୁ ଦାବି କରାଯାଇଥିଲା ଯେ ଏଭଳି ଅମାନୁଷିକ ଆକ୍ରମଣ ପଛରେ ହାତ ଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯାଉ । ଓଆରଏସ୍ ସଂଘ ସହ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଏକ ବୈଠକ କରିଥିଲେ । ଲୋକସେବା ଭବନରେ ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ମଧ୍ୟ ଉପସ୍ଥିତ ଥିଲେ । ସମୂହ ଛୁଟିରେ ଥିବା ଓଆରଏସ କର୍ମଚାରୀଙ୍କୁ କାର୍ୟ୍ୟରେ ଯୋଗଦେବାକୁ ବୁଝାଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

ADVERTISEMENT

Login