The Ultimate Managed Hosting Platform
ADVERTISEMENT

BMC କମିଶନର ଭାବେ ଦାୟିତ୍ୱ ନେଲେ ଚଞ୍ଚଳ ରାଣା

Facebook
Twitter
LinkedIn

ଭୁବନେଶ୍ୱର : ବିଏମସି କମିଶନର ଭାବେ ଦାୟିତ୍ବ ନେଲେ ଚଞ୍ଚଲ ରାଣା । ୧୭ତମ ବିଏମସି କମିଶନର ଭାବେ ନେଲେ ଦାୟିତ୍ବ । ଭାରପ୍ରାପ୍ତ କମିଶନର ରତ୍ନାକର ସାହୁ ତାଙ୍କୁ ଦାୟିତ୍ବ ହସ୍ତାନ୍ତର କରିଛନ୍ତି । ଆଜି ପ୍ରଥମ ଦିନରେ ବିଏମସିର ବିଭିନ୍ନ ଅଧିକାରୀଙ୍କ ସହ ବୈଠକ ଚାଲିଛି । ଆଗାମୀ କାର୍ୟ୍ୟପନ୍ଥା ନେଇ ଆଲୋଚନା ହେଉଛି । ପୂର୍ବରୁ ପୁରୀ ଜିଲ୍ଲାପାଳ ଭାବେ ଦାୟିତ୍ୱରେ ଥିଲେ ଚଞ୍ଚଲ ରାଣା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login