The Ultimate Managed Hosting Platform
ADVERTISEMENT

Cold wave : ରାଜଧାନୀରେ ହାଡଭଙ୍ଗା ଜାଡ

Facebook
Twitter
LinkedIn

ଭୁବନେଶ୍ୱର : ଭୁବନେଶ୍ୱରରେ ୭ ଡିଗ୍ରୀ ତଳକୁ ଖସିଲା ପାରଦ । ସକାଳ ୫ଟା ୩୦ରେ ୭.୨ ଡିଗ୍ରୀ ତାପମାତ୍ରା ରେକର୍ଡ । ଝାରସୁଗୁଡାରେ ୭.୪ ଡିଗ୍ରୀ ଓ ବାଲେଶ୍ୱରରେ ୫.୬ ଡିଗ୍ରୀ ରେକର୍ଡ । ଝାରସୁଗୁଡା ସମେତ ୧୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଆହୁରି ୩ ଦିନ ରାଜ୍ୟରେ କଲବଲ କରିବ ଶୀତ । ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ଆକଳନ କରିଛି ପାଣିପାଗ ବିଭାଗ । ଖାଲି ଶୀତ ନୁହେଁ, କୁହୁଡି ବି କଲବଲ କରୁଛି । ସକାଳ ଏବଂ ସନ୍ଧ୍ୟା ସମୟରେ ଘନ କୁହୁଡ଼ି ଯୋଗୁ ଦୃଶ୍ୟମାନତା କମ୍ ରହୁଛି । ତେଣୁ ଗାଡି ଚାଳକଙ୍କୁ ସତର୍କ ରହିବାକୁ ଅନୁରୋଧ କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login