The Ultimate Managed Hosting Platform
ADVERTISEMENT

Cold wave : ରାଜ୍ୟରେ ୧୭ ଯାଏଁ ଜାରି ରହିବ ଶୀତ !

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ୧୭ ତାରିଖ ଯାଏଁ ଜାରି ରହିବ ଶୀତ । ଏ ନେଇ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ପଶ୍ଚିମଝଡ ପ୍ରଭାବରେ ୧୮ରୁ ତାପମାତ୍ରା ବୃଦ୍ଧି ସହ ଶୀତରେ ଲାଗିବ ବ୍ରେକ । ଆଗାମୀ ଦୁଇ ଦିନ ଶୀତ ଲହରୀ ପାଇଁ ଝାରସୁଗୁଡା, ଅନୁଗୁଳ ଏବଂ ବୌଦ୍ଧକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟକୁ ହାଡ଼ଭଙ୍ଗା ଶୀତ ଫେରିବା ସହ ଶୀତଲହରୀ ପରିସ୍ଥିତି ଲାଗି ରହିବ ବୋଲି ପୂର୍ବାନୁମାନ କରାଯାଇଛି । ଦେଶର ମଧ୍ୟଭାଗରେ ଗୁରୁଚାପ ବଳୟ ସକ୍ରିୟ ରହିଛି । ଉତ୍ତର ତଥା ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ରେ ତୀବ୍ରତା ଵୃଦ୍ଧି ହେବା ସହ ଜଳୀୟବାଷ୍ପର ପରିମାଣ ହ୍ରାସ ଯୋଗୁଁ ଶୀତର ପ୍ରକୋପ ଵୃଦ୍ଧି ସମ୍ଭାବନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login