The Ultimate Managed Hosting Platform
ADVERTISEMENT

‘ନାଇଜର’ ରେ ୩୧ କରୋନା ପଜିଟିଭ୍ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ ଘୋଷଣା

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ପୁଣି ମୁଣ୍ଡ ଟେକିଲାଣି କରୋନା । ଆଜି ଖୋର୍ଦ୍ଦା ଜିଲ୍ଲା ଜଟଣି ସ୍ଥିତ ‘ନ୍ୟାସନାଲ୍ ଇନଷ୍‌ଟିଚ୍ୟୁଟ୍ ଅଫ୍ ସାଇନ୍ସ ଏଜୁକେସନ ଆଣ୍ଡ୍ ରିସର୍ଚ୍ଚ’ (ଘଓଝଋଜ) ରେ ୩୧ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ତାହାକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ଜିଲ୍ଲା ପ୍ରଶାସନ ।

ସୂଚନାନୁଯାୟୀ, ନାଇଜରରେ ୩୧ ସଂକ୍ରମିତଙ୍କ ମଧ୍ୟରେ ୩୦ ଜଣ ଛାତ୍ରଛାତ୍ରୀ ଥିବା ବେଳେ ଜଣେ କର୍ମଚାରୀ ଅଛନ୍ତି । ସଂକ୍ରମିତ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ୍ ମଧ୍ୟରେ ଆଇସୋଲେସନରେ ରଖାଯାଇଛି । ନିୟମିତ ଭାବେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖାଯାଇଛି । ଅବଶ୍ୟକ ପଡ଼ିଲେ ସେମାନଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯିବାକୁ ବ୍ୟବସ୍ଥା ମଧ୍ୟ କରାଯାଇଛି ।

‘ନାଇଜରର’ ଏହି ସଂକ୍ରମଣ ପରେ ପ୍ରଶାସନ ପକ୍ଷରୁ କ୍ୟାମ୍ପସକୁ ସାନିଟାଇଜ୍ କରାଯିବା ସହ ସେହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷରା କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ବଢିଲା ଶୁଭଙ୍କର ମିଶ୍ରଙ୍କ ଅଡୁଆ

ପୁରୀ : ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ପୁରୀ ଜିଲ୍ଲାପାଳଙ୍କ ପ୍ରତିକ୍ରିୟା । ରିପୋର୍ଟ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ପୁରୀ ଜିଲ୍ଲାପାଳ । ମନ୍ତବ୍ୟରେ...

ADVERTISEMENT
ରୁଷିଆକୁ ଯୁଦ୍ଧ ବନ୍ଦ କରିବାକୁ ନିଦେ୍ର୍ଦଶ ଦେଲେ ଟ୍ରମ୍ପ

ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା

ୱାସିଂଟନ : ଆଫଗାନିସ୍ତାନ ନାଗରିକଙ୍କୁ ଆମେରିକା ମନା । ୱାଶିଂଟନ୍ ଡିସି ଗୁଳିକାଣ୍ଡ ପରେ କଠୋର ପଦକ୍ଷେପ ନେଲା ଟ୍ରମ୍ପ ପ୍ରଶାସନ। ଆଫଗାନିସ୍ତାନ ପାସପୋର୍ଟଧାରୀଙ୍କ ଭିସା ବନ୍ଦ...

Login