ଭୁବନେଶ୍ୱର : ବାତ୍ୟା ମୋନ୍ଥା ପାଇଁ ପାରାଦୀପରେ ସତର୍କ ସୂଚନା ଜାରି ।ମାଇକ ଦ୍ୱାରା ସତର୍କ କରାଇଲେ ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୋଲିସ । ନେହରୁ ବଙ୍ଗଳା ଫିସିଂ ହାର୍ବର , ଅଠରବାଙ୍କି, ଷଣ୍ଢକୁଦରେ ପ୍ରଚାର । ନୂଆବଜାର, ଚୈାମୁହାଣି ଅଞ୍ଚଳରେ ବି ମାଇକ ଦ୍ୱାରା ପ୍ରଚାର । ୨୯ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ । ଯେଉଁମାନେ ସମୁଦ୍ରରେ ଅଛନ୍ତି ତୁରନ୍ତ କୂଳକୁ ଫେରିଆସିବାକୁ ଅପିଲ । । ଗୋପାଳପୁର ଠାରୁ ୧୦୪୦ କିମି, ବିଶାଖାପାଟଣା ଠାରୁ ୯୯୦ କିମି ଦୂରରେ । ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ । ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ମୋନ୍ଥା । ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଂଗୋପସାଗରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ । ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି । ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି ।ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୬ରୁ ୨୯ପର୍ୟ୍ୟନ୍ତ ବଡ଼ ବର୍ଷା ହୋଇପାରେ ।
Cyclone Montha Update ; ଆସୁଛି ‘ମୋନ୍ଥା’, ପାରାଦୀପରେ ସତର୍କ ସୂଚନା
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







