ଭୁବନେଶ୍ୱର : ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ସୁଦୃଶ ଲଘୁଚାପ ଅବପାତରେ ପରିଣତ ହେଲା । ଗୋପାଳପୁର ଠାରୁ ୧୦୪୦ କିମି, ବିଶାଖାପାଟଣା ଠାରୁ ୯୯୦ କିମି ଦୂରରେ । ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ । ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ମୋନ୍ଥା । ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଂଗୋପସାଗରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ । ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି । ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି ।ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୬ରୁ ୨୯ପର୍ୟ୍ୟନ୍ତ ବଡ଼ ବର୍ଷା ହୋଇପାରେ । ୨୬ ତାରିଖରେ ଦକ୍ଷିଣ, ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି । ୨୭ରେ ରାୟଗଡ଼ା, ଗଞ୍ଜାମ, ଗଜପତିକୁ ଅରେଞ୍ଜ ଆଲର୍ଟ । ୨୮ରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୯ରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
Cyclone Montha Update ; ବଙ୍ଗୋପସାଗରେ ଅବପାତ, ୨୬ରୁ ୨୯ ଓଡିଶାରେ ବର୍ଷିବ
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







