ଭୁବନେଶ୍ୱର : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ । ସୁଦୃଶ ଲଘୁଚାପ ଅବପାତରେ ପରିଣତ ହେଲା । ଗୋପାଳପୁର ଠାରୁ ୧୦୪୦ କିମି, ବିଶାଖାପାଟଣା ଠାରୁ ୯୯୦ କିମି ଦୂରରେ । ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ । ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା ମୋନ୍ଥା । ପାଣିପାଗ ସଂସ୍ଥା ୱିଣ୍ଡିର ଆକଳନ ଅନୁସାରେ ବଂଗୋପସାଗରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେବା ପରେ ୨୮ ତାରିଖ ବେଳକୁ ସ୍ଥଳଭାଗ ଅତିକ୍ରମ କରିପାରେ । ଆନ୍ଧ୍ର ପ୍ରଦେଶର ବିଶାଖପାଟଣା ନିକଟ ଦେଇ ଅତିକ୍ରମ କରିପାରେ ଉପକୂଳ । ତେବେ ଲଘୁଚାପ ଅବପାତର ରୂପ ନେବା ପରେ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି କହିଛି ଆଇଏମଡି । ପାଣିପାଗ ବିଶେଷଜ୍ଞମାନେ ମଧ୍ୟ ସମାନ ଆକଳନ କରିଛନ୍ତି ।ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାରେ ୨୬ରୁ ୨୯ପର୍ୟ୍ୟନ୍ତ ବଡ଼ ବର୍ଷା ହୋଇପାରେ । ୨୬ ତାରିଖରେ ଦକ୍ଷିଣ, ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ବର୍ଷା ହେବାର ଆଶଙ୍କା ରହିଛି । ୨୭ରେ ରାୟଗଡ଼ା, ଗଞ୍ଜାମ, ଗଜପତିକୁ ଅରେଞ୍ଜ ଆଲର୍ଟ । ୨୮ରେ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୯ରେ ଉତ୍ତର ଓଡ଼ିଶାରେ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ ବିଭାଗ ।
Cyclone Montha Update ; ଆନ୍ଧ୍ର ମୁହାଁ ବାତ୍ୟା ‘ମନ୍ଥା’
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







