The Ultimate Managed Hosting Platform
ADVERTISEMENT

Cyclone Montha Update : ‘ଆମେ ପ୍ରସ୍ତୁତ’- ସୁରେଶ ପୂଜାରୀ

Facebook
Twitter
LinkedIn

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ମୁକାବିଲା ପାଇଁ ଆମେ ପ୍ରସ୍ତୁତ ଅଛୁ କହିଲେ ରାଜସ୍ୱ ମନ୍ତ୍ରୀ । ଓଡିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ, ଆମେ ସବୁବେଳେ ପ୍ରସ୍ତୁତ । କୃଷି ଓ ଶକ୍ତି ବିଭାଗ ସହ ଯୋଗାଯୋଗରେ ଅଛୁ । ସ୍ୱାସ୍ଥ୍ୟ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି । ପଶୁମାନଙ୍କ ସୁରକ୍ଷା ପାଇଁ ପଶୁ ସମ୍ପଦ ବିଭାଗକୁ ଆଲର୍ଟ କରାଯାଇଛି । ଯଦି ବାତ୍ୟା ନ ଆସେ ଓଡିଶା ପାଇଁ ଭଲ, ଆସିଲେ ମୁକାବିଲା ପାଇଁ ପ୍ରସ୍ତୁତ । ଆତଙ୍କିତ ହୁଅନ୍ତୁ ନାହିଁ , ମୁକାବିଲା ନେଇ ସରକାର ପ୍ରସ୍ତୁତ । ଆବଶ୍ୟକ ସ୍ଥଳେ ଲୋକେ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

ADVERTISEMENT

Login