The Ultimate Managed Hosting Platform
ADVERTISEMENT

ମଦ ପିଇ ଗାଡ଼ି ଚଳାଇବା ପଡ଼ିଲା ମହଙ୍ଗା; ଏକାଧିକ ରଦୁର୍ଘଟଣାରେ ୪ ଗୁରୁତର, ଚାଳକ ସହ ଗାଡ଼ି ଥାନାରେ ଅଟକ

Facebook
Twitter
LinkedIn

ଭୁବନେଶ୍ୱର: ମଦ ପିଇ ଗାଡ଼ି ଚଳାଇବା ପଡ଼ିଲା ମହଙ୍ଗା । ଏକାଧିକ ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ମାନଙ୍କୁ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଏହି ଦୁର୍ଘଟଣା ଜୟଦେବ ବିହାର ଠାରୁ ଜାଭିୟର ଛକ ମଧ୍ୟରେ ଘଟିଥିବା ଜଣାପଡ଼ିଛି । ଏ ନେଇ ଖବର ପାଇ ନୟାପଲ୍ଲୀ ଥାନା ପୋଲିସ୍ ସେହି ଗାଡ଼ିକୁ ପିଛା କରି ଧରିବା ପରେ ଗାଡ଼ି ସହ ମଦ୍ୟପ ଚାଳକକୁ ଥାନାରେ ଅଟକ ରଖିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଫୁଲୁଛି ବ୍ରାହ୍ଣଣୀ : ସପ୍ତାହେ ହେଲାଣି କମୁନି ଜଳସ୍ତର, ସେପଟେ ମନ୍ଦିରା ଡ୍ୟାମ ଖୋଲିଲା ୮ ଗେଟ

ବୈତରଣୀରେ ବନ୍ୟା : ତଳିଆ ଅଞ୍ଚଳ ଲୋକଙ୍କୁ ସ୍ଥାନାନ୍ତର ନିଦେ୍ର୍ଦଶ

ମୟୂରଭଞ୍ଚ : ମୟୂରଭଞ୍ଚ ଓ କେନ୍ଦୁଝରରେ ଅତ୍ୟଧିକ ବର୍ଷା । ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି । ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି...

ଓମ ଶାନ୍ତିରୁ ମୋଦିଙ୍କ ସମ୍ବୋଧନ; କଳ୍ପନାଠୁ ବି ବଡ ଦଣ୍ଡ ମିଳିବ , ଆତଙ୍କବାଦୀଙ୍କୁ ମାଟିରେ ମିଶେଇଦେବୁ

ପୁଣି ବିଶ୍ୱର ୧ ନଂ ଲୋକପ୍ରିୟ ନେତା ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ବିଶ୍ୱର ସବୁଠୁ ୧ ନଂ ଲୋକପ୍ରିୟ ନେତା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆମେରିକୀୟ ବ୍ୟବସାୟିକ ଗୁଇନ୍ଦା କମ୍ପାନୀ ମର୍ଣ୍ଣିଂ କନସଲ୍ଟ ଜୁଲାଇ...

ADVERTISEMENT