The Ultimate Managed Hosting Platform
ADVERTISEMENT

e-KYC କରି ନ ଥିଲେ ମିଳିବନି ଚାଉଳ ; ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : e-KYC କରି ନ ଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ସୂଚନା ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଏବେ ବି ରାଜ୍ୟର ୧୫ ଲକ୍ଷ ୬୭ ହଜାର କରି ନାହାନ୍ତି e-KYC । e-KYC କରି ନ ଥିବା ଲୋକ ଚାଉଳ ପାଉଛନ୍ତି , ତାକୁ ବନ୍ଦ କରି ଦିଆଯିବ । ଯେଉଁ ମାନେ e-KYC କରିବେ ନାହିଁ , ସେମାନଙ୍କ ଚାଉଳ ଯିବ ନାହିଁ । କେନ୍ଦ୍ର ସରକାର e-KYC ବନ୍ଦ କରିଛନ୍ତି , ସମୟ ବଢେଇଲେ ଆମେ ବଢେଇବୁ । ବାଦ ପଡିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login