The Ultimate Managed Hosting Platform
ADVERTISEMENT

କଟକଣା ମଧ୍ୟରେ ଖୋଲିଲା ଶିକ୍ଷାନୁଷ୍ଠାନ; ଅଫଲାଇନ୍ ପାଠପଢ଼ା ଆରମ୍ଭ

Facebook
Twitter
LinkedIn

ଭୁୁବନେଶ୍ୱର: କୋଭିଡ୍ କଟକଣା ମଧ୍ୟରେ ଖୋଲିଲା ଶିକ୍ଷାନୁଷ୍ଠାନ । ଆଜିଠାରୁ ଅରମ୍ଭ ହେଲା ଅଫଲାଇନ୍ ପାଠପଢ଼ା । ତେବେ ଅଷ୍ଟମରୁ ଦ୍ୱାଦଶ ପିଲାଙ୍କ କ୍ଲାସରୁମ୍ରେ ପାଠପଢ଼ା ଆରମ୍ଭ ହୋଇଛି। ଅଷ୍ଟମ ଶ୍ରେଣୀ ପିଲାଙ୍କ କ୍ଲାସ୍ ସକାଳ ୧୦ରୁ ଦିନ ୧ଟା ଏବଂ ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ କ୍ଲାସ୍ ସକାଳ ୧୦ଟାରୁ ଅପରାହ୍ନ ୪ଟା ଯାଏ ଚାଲିବ। ଏଥିପାଇଁ କୋଭିଡ୍ ଗାଇଡ୍ଲାଇନ୍ ଅନୁଯାୟୀ, ବିଭିନ୍ନ ସ୍କୁଲରେ ସିଟିଂ ଆରେଞ୍ଜମେଣ୍ଟଠୁ ଆରମ୍ଭ କରି ସାନିଟାଇଜେସନ ବ୍ୟବସ୍ଥା ଇତ୍ୟାଦି ସମ୍ପୂର୍ଣ୍ଣ କରିଛନ୍ତି କର୍ତ୍ତୃପକ୍ଷ। ସ୍କୁଲ୍ ସହ ହଷ୍ଟେଲ୍ ମଧ୍ୟ ଖୋଲିଛି। ତେଣୁ ଛାତ୍ରଛାତ୍ରୀମାନେ ଯେପରି ସଂକ୍ରମିତ ନହୁଅନ୍ତି, ତାକୁ ଗୁରୁତ୍ୱ ଦେଇ ସ୍କୁଲ୍ ଗୁଡ଼ିକରେ ସ୍ୱତନ୍ତ୍ର ଆଇସୋଲେସନ ରୁମ୍ ବ୍ୟବସ୍ଥା କରାଯାଇଛି। ଛାତ୍ରଛାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ କରାଯିବା ପରେ ସେମାନଙ୍କୁ କ୍ଲାସ୍କୁ ଛଡ଼ାଯିବ ବୋଲି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login