ଟିଟିଲାଗଡ : ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । ଲାଞ୍ଚୁଆ ଫରେଷ୍ଟରଙ୍କୁ ଧରିଲା ଭିଜିଲାନ୍ସ । ୧୦ ହଜାର ଟଙ୍କା ଲାଞ୍ଚ ନେଇ ଫସିଗଲେ । ମୁରିବାହାଲ ରେଞ୍ଜ ଗୁଲମୀ ଫରେଷ୍ଟର ଅଶୋକ କୁମାର ନାୟକ । ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ । ଗଛ କାଟିବାକୁ ଅନୁମତି ଦେବାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲା ।
Views: 54











