The Ultimate Managed Hosting Platform
ADVERTISEMENT

କରୋନା ସଂକ୍ରମିତ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ

Facebook
Twitter
LinkedIn

ଭୁବନେଶ୍ୱର: ମହାମାରୀ କରୋନା ଲୋକମାନଙ୍କ ମନରେ ଭୟ ଶୃଷ୍ଟି କରିଛି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନତା ଅବଲମ୍ବନ କରିବାକୁ ସବୁବେବେ ନିର୍ଦ୍ଦେଶ ଦେଉଥିଲେ, ହେଲେ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ନିଜେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେଣୁ ସାଧାରଣ ଲୋକେ ସାବଧାନତା ଅବଲମ୍ବନ କରିବା ନିତାନ୍ତ ଜରୁରୀ ।

ସ୍ୱାସ୍ଥ୍ୟମନ୍ତ୍ରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସେ ଆଇସୋଲେସନରେ ରହିଥିବା ନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଗତ ୩ ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ କରୋନା ଟେଷ୍ଟ କରାଇନେବାକୁ ପରାମର୍ଶ ଦେଇଛନ୍ତି ଟ୍ୱିଟ୍ ଯୋଗେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

ADVERTISEMENT
ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ସଂସଦ ଡ୍ରାମା, ନାରାବାଜୀ ସ୍ଥାନ ନୁହେଁ : ମୋଦି

ନୂଆଦିଲ୍ଲୀ : ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋାଦିଙ୍କ ସମ୍ବୋଧନ । ପରାଜୟର ନିରାଶାରୁ ବିରୋଧିଙ୍କୁ ବାହାରିବାକୁ ଅପିଲ କଲେ ମୋଦି ।କିଛି ବିରୋଧୀ ଦଳ...

Login