The Ultimate Managed Hosting Platform
ADVERTISEMENT

ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମକୁ ବିରୋଧ କରିବାରୁ ସ୍ୱାମୀଙ୍କୁ ମରଣାନ୍ତକ ଆକ୍ରମଣ

Facebook
Twitter
LinkedIn

ସୁନ୍ଦରଗଡ଼: ସ୍ତ୍ରୀଙ୍କୁ ବଳାତ୍କାର ଉଦ୍ୟମକୁ ବିରୋଧ କରିବାକୁ ସ୍ୱାମୀଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ । ଏପରି ଏକ ଘଟଣା ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ଅଞ୍ଚଳରେ ଦେଖିବାକୁ ମିଳିଛି । ଆଜି ଦିନ ଦ୍ୱିପ୍ରହରରେ ଉକ୍ତ ମହିଳାଙ୍କର ସ୍ୱାମୀଙ୍କୁ ଖୋଜିବା ପାଇଁ ଆସଥିଲେ କିଛି ଯୁବକ । ସ୍ୱାମୀ ଘରେ ନଥିବାର ସୁଯୋଗ ନେଇ ମହିଳାଙ୍କୁ ବଳାତ୍କାର କରିବାକୁ ଉଦ୍ୟମ କରିଥିଲେ । ଠିକ ୍ ସେହି ସମୟରେ ତାଙ୍କ ସ୍ୱାମୀ ଘରକୁ ଫେରି ଏପରି ଘଟରା ଦେଖି ସେମାନଙ୍କୁ ବିରୋଧ କରିଥିଲେ । ଫଳରେ ଦୁର୍ବୃତ୍ତମାନେ ଉଭୟ ସ୍ୱାମୀ ଓ ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲେ । ଏହା ପରେ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ । ଉକ୍ତ ମହିଳା ଜଣକ ତାଙ୍କ ସ୍ୱାମୀଙ୍କୁ ଗୁରୁତର ଅବସ୍ଥାରେ କୁତ୍ରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିବା ସହ ଏ ନେଇ ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ପରେ ପୋଲିସ ୯ ଜଣଙ୍କ ବିରୋଧରେ ମାମଲା ରୁଜୁ ତଦନ୍ତ ଆରମ୍ଭ କରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login