The Ultimate Managed Hosting Platform
ADVERTISEMENT

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୮ ଜଣ ନୂଆ କରୋନା ସଂକ୍ରମିତ ଚି଼ହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ୨୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବାବେଳେ, ୧୦୫୨୧୪୫ କୁ ବୃଦ୍ଧି ପାଇଛି ସଂକ୍ରମିତଙ୍କ ସଂଖ୍ୟା । ଚି଼ହ୍ନଟ ହୋଇଥିବା ୧୧୭ ଜଣ କ୍ଵାରେଣ୍ଟାଇନରେ ରହିଥିବା ବେଳେ ୯୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ଏବଂ ୧୮ ବର୍ଷରୁ କମ ବୟସର ୨୮ଜଣ ସଂକ୍ରମିତ ଚି଼ହ୍ନଟ ହୋଇଛନ୍ତି ।


ସୂଚନା ଅନୁଯାୟୀ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୯୨୫ଟି ଆକ୍ଟିଭ କେସ୍ ରହିଛି ଏବଂ ୧୦୪୧୭୨୮ ଜଣ ସୁସ୍ଥ ହୋଇ ନିଜ ଘରକୁ ଫେରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ବନ୍ଦ ହେଲା କେଦାରନାଥ ଯାତ୍ରା , ପ୍ରବଳ ବର୍ଷା ପାଇଁ ପ୍ରଶାସନ ନେଲା ନିଷ୍ପତ୍ତି

ନୂଆଦିଲ୍ଲୀ : ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଏବଂ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଅଳକନନ୍ଦା ନଦୀର ଜଳସ୍ତର ବୃଦ୍ଧି ପାଇଛି । ତଥାପି, ନଦୀ ଏବେ ବି...

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ସର୍ଭାଇକଲ ଆର୍ଥ୍ରାଇଟିସ ସର୍ଜରୀ ପରେ ସଂପୂର୍ଣ୍ଣ ସୁସ୍ଥ ହୋଇ ହସପିଟାଲରୁ ଡିସଚାର୍ଜ ହେଲେ ନବୀନ ପଟ୍ଟନାୟକ । ସୁସ୍ଥ ହେବା ସହ ସ୍ବାଭାବିକ ଚଲାବୁଲା...

ADVERTISEMENT

Login