The Ultimate Managed Hosting Platform
ADVERTISEMENT

Jee aspirant dies in kota : କୋଟାରେ ପୁଣି ଜଣେ ଛାତ୍ର ଜୀବନ ହାରିଲେ

Facebook
Twitter
LinkedIn

କୋଟା : ରାଜସ୍ଥାନରେ କୋଚିଂ ହବ କୋଟାରେ ପୁଣି ଜଣେ ଛାତ୍ର ଜୀବନ ହାରିଛନ୍ତି । ମୃତ ଛାତ୍ର ଜଣକ ହେଉଛନ୍ତି ଅଭିଷେକ ଲୋଧା ।ଛାତ୍ରଙ୍କ ଘର ମଧ୍ୟପ୍ରଦେଶ ଗୁନାରେ । ସେ ଜେଇଇ ପାଇଁ ପ୍ରସ୍ତୁତ ହେବାକୁ ୨୦୨୪ ମସିହା ମେ ମାସରେ କୋଟା ଯାଇଥିଲେ । ମୃତ୍ୟୁ ଘଟଣା ପରେ ଏବେ ତାଙ୍କ ରୁମରୁ ପୁଲିସ ମୃତଦେହ ଉଦ୍ଧାର କରିଛି । ଜେଇଇ ପାଇଁ ପ୍ରସ୍ତୁତ ହେଉଥିବା ଆଉ ଜଣେ ଛାତ୍ର ଦିନକ ପୂର୍ବରୁ ତାଙ୍କ ହଷ୍ଟେଲ ରୁମ୍ରେ ଆତ୍ମହତ୍ୟା କରିଥିଲେ । ଛାତ୍ର ଜଣକ ୨ ବର୍ଷ ପୂର୍ବେ ହରିଆଣାରୁ କୋଟାକୁ ଆସିଥିଲେ ଏବଂ କୋଟାର ରାଜୀବ ଗାନ୍ଧୀ ନଗର ଅଞ୍ଚଳରେ ଏକ ହଷ୍ଟେଲ୍ରେ ରହୁଥିଲେ । ଗତବର୍ଷ କୋଟାରେ ୨୩ ଜଣ ଛାତ୍ର ଆତ୍ମହତ୍ୟା କରିଥିଲେ ଏବଂ ସେମାନଙ୍କ ମଧ୍ୟରୁ କେବଳ ୨୦ ଜଣ କୋଟା ସହରର ବୋଲି ଜଣାପଡ଼ିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login