The Ultimate Managed Hosting Platform
ADVERTISEMENT

Kiit case :କିଟକୁ ଫେରିଛନ୍ତି ନେପାଳ ଛାତ୍ରଛାତ୍ରୀ : ସୂର୍ଯ୍ୟବଂଶୀ

Facebook
Twitter
LinkedIn

ଭୁବନେଶ୍ୱର : କିଟକୁ ଫେରିଛନ୍ତି ନେପାଳ ଛାତ୍ରଛାତ୍ରୀ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ । ଓଡିଶା ଭିତରେ ରହିଯାଇଥିବା ଛାତ୍ରଛାତ୍ରୀଙ୍କୁ ସରକାରଙ୍କ ପକ୍ଷରୁ ଯୋଗାଯୋଗ କରାଯାଇଥିଲା । ଯେଉଁମାନେ ପାଖାପାଖି ରହିଯାଇଥିଲେ ସେମାନେ ପହଞ୍ଚିଛନ୍ତି । ସେମାନଙ୍କ ମଧ୍ୟରୁ କେତେଜଣ ଆସି ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା କହିଛନ୍ତି ସୂର୍ୟ୍ୟବଂଶୀ ସୂରଜ । ନେପାଳ ସରକାରଙ୍କ ବୈଦେଶିକ ବ୍ୟାପାର ମନ୍ତ୍ରୀ ଓ ୨ଜଣ ପ୍ରତିନିଧିଙ୍କ ସହ ରାଜ୍ୟ ସରକାର ଆଲୋଚନା କରିଛନ୍ତି । ଆଲୋଚନାରେ ସେମାନେ ସନ୍ତୋଷ ବ୍ୟକ୍ତ କରିଛନ୍ତି । ଖୁବ ଶୀଘ୍ର ଶାନ୍ତି ଫେରିଆସିବ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login