The Ultimate Managed Hosting Platform
ADVERTISEMENT

Low pressure formed : ସୃଷ୍ଟି ହେଲା ଲଘୁଚାପ

Facebook
Twitter
LinkedIn

ଭୁବନେଶ୍ୱର : ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା । ଗତକାଲି ସନ୍ଧ୍ୟା ସାଢେ ୫ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧ୍ଚଳ ସ୍ପଷ୍ଟ ହେବାର ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login