The Ultimate Managed Hosting Platform
ADVERTISEMENT

ଗିରଫ ହେବା ଭୟରେ ହାଇକୋର୍ଟର ଦ୍ୱାରସ୍ତ ହେଲେ ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ

Facebook
Twitter
LinkedIn

କଟକ: ହାଇକୋର୍ଟର ଦ୍ୱାରସ୍ତ ହେଲେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ । ଗିରଫ ହେବା ଭୟରେ ଆଗୁଆ ଜାମିନ ପାଇଁ ହାଇକୋର୍ଟର ଦ୍ୱାରସ୍ତ ହୋଇଛନ୍ତି ବିଜେପି ବରିଷ୍ଠ ନେତା ବିଶ୍ୱେଶ୍ୱର ଟୁଡୁ ।

ସୂଚନାନୁଯାୟୀ, ମୟୁରଭଞ୍ଜ ଜିଲ୍ଲା ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଦୁଇ ସରକାରୀ କର୍ମଚାରୀଙ୍କୁ ଗାଳିଗୁଲଜ ସହିତ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଏ ନେଇ ଗତ ଜାନୁଆରୀ ମାସରେ ବାରିପଦା ଟାଉନ ଥାନାରେ ହୋଇଥିଲା ଏତଲା । ତେବେ ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ପର୍ଯ୍ୟବେକ୍ଷଣ ବିଭାଗର ଉପ ନିର୍ଦ୍ଦେଶକ ଅଶ୍ୱିନି କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକଙ୍କୁ ଟୁଡୁ ଅସ୍ରାଭ୍ୟ ଭାଷାରେ ଗାଳିଗୁଲଜ କରିଥିଲେ । ଏଥି ସହ ପ୍ଲାଷ୍ଟକ ଚେୟାରରେ ପିଟି ହାତ ଭାଙ୍ଗିଦେଇଥିଲେ । ତେଣୁ ଏ ନେଇ ବାରିପଦା ଟାଉନ ଥାନାରେ ଅଭିଯୋଗ ହୋଇଥିଲା । ଏତଲା ପରେ ପୋଲିସ୍ ଏହି ମାମଲାରେ ତଦନ୍ତ ଜାରି ରଖିଛି । ତେଣୁ ଗିରଫ ହେବା ଭୟରେ ମନ୍ତ୍ରୀ ଶ୍ରୀ ଟୁଡୁ ଆଗୁଆ ଜାମିନ ଆବେଦନ ପାଇଁ ହାଇକୋର୍ଟର ଦ୍ୱାରସ୍ତ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

ADVERTISEMENT
ବୁଧବାରଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

ଭିଜିଲାନ୍ସ ଜାଲରେ ୨୭୦ କର୍ମଚାରୀ, ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୨୭୦ ସରକାରୀ ଓ ଚୁକ୍ତି ଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ଗତ ବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର...

Login