The Ultimate Managed Hosting Platform
ADVERTISEMENT

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର କଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

Facebook
Twitter
LinkedIn

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଆଉ ମାତ୍ର କେତେଟା ଦିନ ବାକିଥିବା ବେଳେ, ରାଜ୍ୟର ସବୁଠି ରାଜନେତାମାନେ ପ୍ରଚାର ପ୍ରସାରରେ ଜେରଦାର ଲାଗି ପଡ଼ିଛନ୍ତି । ଏଥି ମଧ୍ୟରେ ୱାର୍ଡ଼ ସଭ୍ୟଙ୍କ ଠାରୁ ଅରମ୍ଭ କରି ଜିଲ୍ଲାପରିଷଦ ପ୍ରାର୍ଥୀମାନେ ଗାଁକୁ ଗାଁ, ଘରକୁ ଘର ବୁଲି ଭୋଟ ଭିକ୍ଷା କରିବାରେ ଲାଗିପଡ଼ିଛନ୍ତି । ତେବେ ନିଜ ଦଳୀୟ ପ୍ରାର୍ଥୀମାନଙ୍କ ପାଇର୍ ପ୍ରଚାର କରିବାକୁ ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ । ଖୋର୍ଦ୍ଧା ଜିଲ୍ଲାର ବୋଲଗଡରେ ଗାଁ ଦାଣ୍ଡରେ ଅପରାଜିତା ଚାଲି ଚାଲି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟରଙ୍କୁ ମନାଉଥିବା ଦେଖିବାକୁ ମିଳିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login