The Ultimate Managed Hosting Platform
ADVERTISEMENT

Naba das murder case :ନବ ଦାସ ହତ୍ୟା ମାମଲା ; ସିବିଆଇ ତଦନ୍ତ ନେଇ ମୁହଁ ଖୋଲିଲେ ଦୀପାଳି

Facebook
Twitter
LinkedIn

ଝାରସୁଗୁଡା : ନବ ଦାସ ହତ୍ୟା ମାମଲାରେ ନୂଆ ମୋଡ । ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ ରାଜ୍ୟ ସରକାର ସିବିଆଇ ତଦନ୍ତ କରନ୍ତୁ । ଏହି ଦାବି ରଖିଛନ୍ତି ନବ ଦାସଙ୍କ ଝିଅ ଦୀପାଳୀ ଦାସ । ନବ ଦାସଙ୍କ ପରିବାର ଲୋକେ ସନ୍ଦେହ ପ୍ରକାଶ କରୁଛନ୍ତି ଯେ, ଏହାର ତଦନ୍ତ ଆଗକୁ ବଢୁନାହିଁ । କିଛି ଦିନ ପୂର୍ବରୁ ଦୀପାଲି ଦାସ ଗଣମାଧ୍ୟମକୁ କହିଥିଲେ ଯେ ତାଙ୍କ ବାପାଙ୍କୁ ଜଣେ ପୋଲିସ ଅଧିକାରୀଙ୍କ ଜରିଆରେ ହତ୍ୟା କରାଯାଇଛି । ବିଜେପିର ଅନେକ ବିଧାୟକ ମୋ ବାପାଙ୍କ ହତ୍ୟାକାଣ୍ଡକୁ ନେଇ ଅନେକ ଟିକା ଟିପ୍ପଣୀ କରୁଛନ୍ତି । ଅନେକ ସମୟରେ ଏହାକୁ ପ୍ରସଙ୍ଗ କରୁଛନ୍ତି । ମୋ ବିରୋଧରେ, ମୋ ପରିବାର ବିରୋଧରେ ମଧ୍ୟ ଆକ୍ଷେପ କରୁଛନ୍ତି। ଖରାପ କଥା କହୁଛନ୍ତି । ଏହା ବନ୍ଦ କରନ୍ତୁ। ସେ ଆହୁରି କହିଛନ୍ତି, ”ଆମ ପରିବାରକୁ ଆକ୍ଷେପ କରାଯାଉଛି, ସେମାନେ ଆମ ସହ ଠିଆ ହେବେକି । ମୋ ଭାଇକୁ ବିନା ୱାରେଣ୍ଟିରେ ଛତିଶଗଡ଼ରେ ଅଟକ ରଖିଲେ। ଏପଟେ ଆଜି ମୋ ବାପାଙ୍କ ହତ୍ୟାକାଣ୍ଡର ତଦନ୍ତ ପାଇଁ ଲେଖା ମାଗୁଛନ୍ତି । ତେଣୁ ମୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛି ଆମକୁ ଡାକି ଆଲୋଚନା କରି ଆଗକୁ ବଢ଼ନ୍ତୁ। ”

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login