The Ultimate Managed Hosting Platform
ADVERTISEMENT

Naxals Surrender : ଆତ୍ମ ସମର୍ପଣ କଲେ ୧୩ ଜଣ ମାଓବାଦୀ

Facebook
Twitter
LinkedIn

ମାଲକାନଗିରି : ଧୀରେ ଧୀରେ ଭୁଶୁଡୁଛି ମାଓଗଡ । ଆତ୍ମସମର୍ପଣ କଲେ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ । ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ କରିଥିବା କହିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ ଜଣ ମହିଳା ଅଛନ୍ତି । ଟପ ମାଓ ନେତା ସିସିଏମ ଉଦୟର ଅଙ୍ଗରକ୍ଷୀ ମୁନ୍ନା ଏବଂ ସୁଖରାମ ନାଁରେ ୫ ଲକ୍ଷ ଟଙ୍କା ପୁରସ୍କାର ଥିଲା । ଆତ୍ମସମର୍ପଣ ପରେ ସେମାନଙ୍କୁ ମୁଖ୍ୟସ୍ରୋତରେ ସାମିଲ ପାଇଁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login