The Ultimate Managed Hosting Platform
ADVERTISEMENT

ବର୍ଷା ପରେ ପୁଣି ଏକ ସପ୍ତାହ ଯାଏ ଥରିବ ଓଡ଼ିଶା

Facebook
Twitter
LinkedIn

ଭୁବନେଶ୍ୱର: ରାଜ୍ୟରେ ଆଜି ଦକ୍ଷିଣ ଉପକୂଳ ଅଞ୍ଚଳର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

ବର୍ଷା ପରେ ପୁଣି ଥରିବ ଓଡ଼ିଶା । ଆସନ୍ତା ୨ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ଯାଏ ଖସିବ ତାପମାତ୍ରା । ଘନ କୁହୁଡ଼ି ନେଇ ୮ଟି ଜିଲ୍ଲାକୁୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଏବଂ କେନ୍ଦୁଝର ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login