The Ultimate Managed Hosting Platform
ADVERTISEMENT

Paddy purchase : ସ୍ୱାଭାବିକ ହେଲା ଧାନ କିଣା

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ସ୍ୱାଭାବିକ ହେଲା ଧାନ କିଣା । ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର । ୧୯ ଜିଲ୍ଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି । ୧୩ ଲକ୍ଷ ୯୩ ହଜାର ୮୬୭ ମେଟ୍ରିକ ଟନ ଧାନ ସଂଗ୍ରହ । ୧୩ ଲକ୍ଷ ୫୯. ୯୭୪ ମେଟ୍ରିକ ଟନ ଧାନ ମିଲର୍ସ ଉଠାଇଛନ୍ତି । ଚାଷୀଙ୍କୁ ୮୯୧ କୋଟି ୫୮ ଲକ୍ଷ ଟଙ୍କାର ଇନପୁଟ ଆସିଷ୍ଟାଂଶ ଦିଆଯାଇଛି । ଗତକାଲି ମିଲର୍ସଙ୍କ ସହ ଆଲୋଚନା କରିଥିଲେ ଯୋଗାଣ ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login