ନୂଆଦିଲ୍ଲୀ : ପୋଡକାଷ୍ଟରେ ପ୍ରଧାନମନ୍ତ୍ରୀ ମୋଦୀ । ଜେରୋଧା ସହ ପ୍ରତିଷ୍ଠାତା ନିଖିଲ କମାତଙ୍କ People by WTF seriesରେ ପ୍ରଥମଥର ପାଇଁ ମୋଦି ନିଜ ବ୍ୟକ୍ତିଗତ ଓ ରାଜନୀତି ଜୀବନକୁ ନେଇ ଜଣାଅଜଣା କଥା ପ୍ରକାଶ କରିଛନ୍ତି । ୨ ଘଣ୍ଟାରୁ ଅଧିକ ସମୟ ଧରି ମୋଦି ପୋଡକାଷ୍ଟରେ ବସି ଅନେକ କଥା କହିଛନ୍ତି । ପୋଡକାଷ୍ଟରେ ମୋଦି କହିଛନ୍ତି, ମୁଁ ଜଣେ ଭଗବାନ ନୁହେଁ ମଣିଷ, ଭୁଲ ମୋ ଦ୍ବାରା ମଧ୍ୟ ହୁଏ । ଯେତେବେଳେ ମୁଁ ମୁଖ୍ୟମନ୍ତ୍ରୀ ହୋଇଥିଲି ସେତେବେଳେ ମୋ ପୁରୁଣା ବନ୍ଧୁମାନଙ୍କୁ ମୁଖ୍ୟମନ୍ତ୍ରୀ ବାସଭବନକୁ ଡାକୁଥିଲି । ହେଲେ ମୁଁ ସେମାନଙ୍କ ସହ ମଜା କରିପାରୁ ନଥିଲି । କାରଣ ମୁଁ ସେମାନଙ୍କୁ ବନ୍ଧୁ ଭାବେ ଦେଖୁଥିବା ବେଳେ ସେମାନେ ମୋତେ ମୁଖ୍ୟମନ୍ତ୍ରୀଙ୍କ ଭଳି ବ୍ୟବହାର କରୁଥିଲେ ।” ମୁଁ ପଛରେ କାନ୍ଦିବା ଲୋକ ନୁହେଁ । ମୋତେ ପ୍ରଧାନମନ୍ତ୍ରୀ ହେବାର ଦାୟିତ୍ବ ମିଳିଛି, ମୁଁ ଏହାକୁ ତୁଲାଉଛି । ରାଜନୀତିରେ ପ୍ରତି ମୁହୂର୍ତରେ ରିସ୍କ ରହିଛି । ରିସ୍କ ନେଇପାରୁଥିବା ଲୋକ ମୋତେ ଦରକାର । ମୁଁ ରିସ୍କ ନେଉଥିବା ଯୁବକଙ୍କ ସହିତ ରହିଛି । ପ୍ରଧାନମନ୍ତ୍ରୀ ୨୦୦୨ ମସିହା ଗୋଧ୍ରା ଘଟଣାକୁ ମଧ୍ୟ ପୋଡକାଷ୍ଟରେ ମନେ ପକାଇଛନ୍ତି । ଖାଇବା ମାମଲାରେ ମଧ୍ୟ ମୋଦି ମୁହଁ ଖୋଲିଥିଲେ । ସେ କହିଥିଲେ, ମୁଁ ଯେଉଁ ଦେଶକୁ ଯାଏଁ, ସେଠିକାର ଖାଇବା ଖାଏ ।
Pm modi fast podcast : ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଥମ ପୋଡକାଷ୍ଟ, କହିଲେ ମୁଁ ପଛରେ କାନ୍ଦିବା ଲୋକ ନୁହେଁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











