The Ultimate Managed Hosting Platform
ADVERTISEMENT

Potato price decrease very soon : ଆଉ କିଛି ଦିନ ପରେ କମିଯିବ ଆଳୁ ଦର ; ଯୋଗାଣ ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଅପକ୍ଷୋ କରନ୍ତୁ ଆଉ କିଛି ଦିନର ବ୍ୟବଧାନ ପରେ କମିଯିବ ଆଳୁ ଦର । ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି, ପଶ୍ଚିମବଙ୍ଗରୁ ପର୍ୟ୍ୟାପ୍ତ ଆଳୁ ନ ଆସିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି ପାଉଛି। କାହିଁକି ପଶ୍ଚିମବଙ୍ଗରୁ ଆସୁନାହିଁ ଆଳୁ? ଆଉ କେବେ ଆଳୁ ଦର ନିୟନ୍ତ୍ରଣକୁ ଆସିବ ସେ ନେଇ ପ୍ରତିକ୍ରିୟା ରଖିଛନ୍ତି ଯୋଗାଣ ମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ଓ ଓଡ଼ିଶା ଭିତରେ କିଛି ଟକରାଟକରି ନାହିଁ। ଆଳୁ ଯୋଗାଣ ନେଇ ସେମାନଙ୍କ ସହ ଫାଇଟ୍ କରିବାକୁ ଚାହୁଁନୁ। ଆମେ ଆମ ପଲିସି ତିଆରି କରିବୁ। ଆଳୁରେ ସ୍ୱୟଂସମ୍ପୂର୍ଣ୍ଣ ହେବ ଓଡ଼ିଶା। ଆଳୁ ପାଇଁ କାହା ପାଖରେ ହାତ ପତାଇବାକୁ ଚାହୁଁନାହୁଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login