The Ultimate Managed Hosting Platform
ADVERTISEMENT

Pravasi Bharatiya Exhibition : ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ । ଆଜି ସକାଳ ୧୦ଟାରୁ ଖୋଲା ରହିଛି । ଆସନ୍ତାକାଲି ସନ୍ଧ୍ୟା ପର୍ୟ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନୀକୁ ଦେଖିପାରିବେ । ଏହା ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ସମ୍ପୂର୍ଣ୍ଣ ଦେୟମୁକ୍ତ । ସାଂସ୍କୃତିକ କାର୍ୟ୍ୟକ୍ରମ ସହ ବିଭିନ୍ନ ଗ୍ୟାଲେରୀର ରହିଥିବା ଷ୍ଟଲ ବୁଲି ଦେଖି ପାରିବେ ବୋଲି ଶୁକ୍ରବାର ପ୍ରବାସୀ ଭାରତୀୟ ସମ୍ମିଳନୀର ଶେଷ ଦିନରେ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ପର୍ୟ୍ୟଟନରୁ ଆରମ୍ଭ କରି ବିଜ୍ଞାନ ପର୍ୟ୍ୟନ୍ତ ଏହି ପ୍ରଦର୍ଶନୀରେ ବହୁ ଶିକ୍ଷଣୀୟ ଜିନିଷ ରହିଥିବାରୁ ସମସ୍ତେ ଏହାକୁ ଦେଖିବା ଉଚିତ୍ ବୋଲି ଉପମୁଖ୍ୟମନ୍ତ୍ରୀ ପରିଡା କହିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login