The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ରେଞ୍ଜ ଅଫିସର୍‌

Facebook
Twitter
LinkedIn

କନ୍ଧମାଳ: ଭିଜିଲାନ୍ସ ଜାଲରେ ରେଞ୍ଜ ଅଫିସର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କନ୍ଧମାଳ ଜିଲ୍ଲା କେ. ନୂଆ ଗାଁ ରେଞ୍ଜ ଅଫିସର ବୈରାଗୀ ଚରଣ ବେହେରାଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ତେବେ ଏକକାଳୀନ ବୈରାଗୀଙ୍କ ୭ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଏଥିରେ ୪ ଜଣ ଡିଏସ୍‌ପି, ୭ ଇନ୍ସପେକ୍ଟର ଓ ଅନ୍ୟ ଷ୍ଟାଫ୍ ମିଶି ଚଢ଼ାଉ କରିଛନ୍ତି । ବୈରାଗୀଙ୍କ କେ. ନୂଆଗାଁ ସ୍ଥିତ ସରକାରୀ କ୍ୱାର୍ଟର, କାର୍ଯ୍ୟାଳୟ, ଭଞ୍ଜନଗର ଲାଣ୍ଡେଇସାହିରେ ଥିବା ଘର, ଦାଦରଲୁଣ୍ଡାରେ ଥିବା ଫାର୍ମ ହାଉସ୍‌, ବୌଦ୍ଧ ଜିଲ୍ଲା ଭୁଟ୍ଟାପାଲିରେ ଥିବା ଘର ସମେତ ଗଞ୍ଜାମରେ ଥିବା ତାଙ୍କ ୨ ଜଣ ସମ୍ପର୍କୀୟଙ୍କ ଘରେ ଚଢ଼ାଉ ଜାରି ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ସମ୍ବଲପୁର- ଭୁବନେଶ୍ୱର ଦିନିକିଆ ବସ ଚଳାଚଳ ବନ୍ଦ କଲା ଘରୋଇ ବସ ମାଲିକ ସଂଘ

୭ ଦଫା ଦାବି ନେଇ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ୱର : ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ ଆନେ୍ଦାଳନ । ୭ ଦଫା ଦାବି ନେଇ ଡ୍ରାଇଭର ମହାସଂଘର ଆନେ୍ଦାଳନ । ମୁଖ୍ୟତଃ ପୋଲିସକୁ ଗାଡି ଚେକିଂ...

Login