The Ultimate Managed Hosting Platform
ADVERTISEMENT

Rastrapti at Prabasi Bharatiya Divas : ପ୍ରବାସୀ ଭାରତୀୟ ସମ୍ମିଳନୀରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ

Facebook
Twitter
LinkedIn

ଭୁବନେଶ୍ୱର : ଜନତା ମୈଦାନରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ଭାରତୀୟ ଦିବସର ଉଦ୍‌ଯାପନୀ ଉତ୍ସବରେ ଯୋଗଦେଇଛନ୍ତି। ଶୁକ୍ରବାର ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ‌ରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ସ୍ବାମଗତ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଉ ଭାରତୀୟ ସମ୍ମେଳନ‌ରେ ଉଦବୋଧନ ଦେବେ। ଏହାଛଡ଼ା ସେ ୨୭ଜଣ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିବେ। ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ମଧ୍ୟାହ୍ନ ଭୋଜନରେ ଆପ୍ୟାୟିତ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ପାଖାପାଖି ସାଢ଼େ ୫ଟା ସମୟରେ ରାଷ୍ଟ୍ରପତି ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login