ନୂଆଦିଲ୍ଲୀ : ଦିଲ୍ଲୀ ବିସ୍ଫୋରଣକୁ ନେଇ ପ୍ରଧାନମନ୍ତ୍ରୀ ମେଦିଙ୍କ ପ୍ରତିକ୍ରିୟା । ଭୂଟାନରେ ଦିଲ୍ଲୀ ବିସ୍ଫୋରଣକୁ ନେଇ ପ୍ରଧାନମନ୍ତ୍ରୀଙ୍କ କଡା ମନ୍ତବ୍ୟ । ଯେଉଁମାନେ ଦାୟୀ ସେମାନଙ୍କୁ ଛଡାଯିବନି କହିଲେ ମୋଦି । ଆଜି ମୁଁ ଦୁଃଖ ମନରେ ଏଠାକୁ ଆସିଛି । କାଲିର ଘଟଣା ପୂରା ଦେଶକୁ ବ୍ୟଥିତ କରିଛି । ପୀଡିତ ପରିବାରର ଦୁଃଖ ବୁଝିପାରୁଛି , ପୂରା ଦେଶ ସେମାନଙ୍କ ସହ ଅଛି । ସାରା ରାତି ଅଧିକାରୀ ଏ ବିଭିନ୍ନ ଏଜେନ୍ସୀ ସହ ଯୋଗାଯୋଗରେ ଥିଲି । ଷଡଯନ୍ତ୍ରର ମୂଳ ପର୍ଯ୍ୟନ୍ତ ଯିବୁ, କାହାକୁ ଛଡାଯିବନି ।
ଭୁଟାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ଘଟଣାକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହି ଘଟଣା ଅତ୍ୟନ୍ତ ଭୟାବହ ଏବଂ ଏଥିରେ ଜଡ଼ିତ ଷଡ଼୍ୟନ୍ତ୍ରକାରୀଙ୍କୁ କୌଣସି ପରିସ୍ଥିତିରେ କ୍ଷମା ଦିଆଯିବ ନାହିଁ ।
ସୂଚନାଯୋଗ୍ୟ, ଦିଲ୍ଲୀର ଲାଲକିଲ୍ଲା ନିକଟରେ ଭୟଙ୍କର ବଡ଼ ବିସ୍ଫୋରଣ ହୋଇଛି । ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ୨୦ରୁ ଅଧିକ ଆହତ ହୋଇଛନ୍ତି । ଅନେକଙ୍କ ଅବସ୍ଥା ଗୁରୁତର ରହିଛନ୍ତି ।
Red Fort Blast Update ; ଯେଉଁମାନେ ଦାୟୀ ସେମାନଙ୍କୁ ଛଡାଯିବନି କହିଲେ ମୋଦି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











