The Ultimate Managed Hosting Platform
ADVERTISEMENT

SC\ST ଛାତ୍ରଛାତ୍ରୀଙ୍କୁ ମାଗଣା ଶିକ୍ଷା

Facebook
Twitter
LinkedIn

ଭୁବନେଶ୍ୱର: SC\ST ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ଖର୍ଚ୍ଚ ହେବ । ୨୦୨୩-୨୪ ଶିକ୍ଷା ବର୍ଷରୁ ଏହି ଯୋଜନା କାର୍ୟ୍ୟକାରୀ ହେବାକୁ ଯାଉଛି ।
ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପଢିପାରିବେ SC\ST ଛାତ୍ରଛାତ୍ରୀ । ଏହି ଯୋଜନା ମେଧାବୀ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବ । ଏହା ଦ୍ୱାରା ସରକାରୀ ସ୍କୁଲରେ ପଢୁଥିବା ଓଡ଼ିଆ ମାଧ୍ୟମ ଛାତ୍ରଛାତ୍ରୀ ଉପକୃତ ହେବେ । ଏହାଦ୍ବାରା ସବୁ ବର୍ଗର ଛାତ୍ରଛାତ୍ରୀଙ୍କୁ ଉନ୍ନତମାନର ଶିକ୍ଷା ମିଳିବ । ଏନେଇ ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ସୂଚନା ଦିଆଯାଇଛି । ବାର୍ଷିକ ଫି, କୋର୍ସ ଫି ଅର୍ଥ ବହନ କରିବେ ରାଜ୍ୟ ସରକାର । ସେହିପରି ବହି ଖର୍ଚ୍ଚ, ଟ୍ୟୁସନ ଫି’ ଏବଂ ହଷ୍ଟେଲ ଫି’ ମଧ୍ୟ ସରକାର ବହନ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login