ଭୁବନେଶ୍ୱର : ଖୋଲା ମଞ୍ଚରେ ବାପାଙ୍କୁ ପ୍ରଶଂସାରେ ପୋତିଲେ ସୋଫିଆ ଫିଦେ୍ର୍ଦାସ । ମୋକିମ ଫାଉଣ୍ଡେସନର ଯୁବ ସମାବେଶରେ ପ୍ରଶଂସା କଲେ ସୋଫିଆ । ବାପା ଗୋଟିଏ ମୁଦ୍ଦା ନେଇ ଆଗକୁ ବଢିଲେ କେହି ତାଙ୍କୁ ଅଟକାଇ ପାରିବେ ନାହିଁ । ନ ଡରି ବାପାଙ୍କ ଲଢେଇରେ ସମସ୍ତଙ୍କୁ ସାମିଲ ହେବାକୁ ପଡିବ । ରାଜନୀତିରେ ପାଦ ଦେବା ଆଗରୁ ବାପା କଟକବାସୀଙ୍କୁ ସେବା କରୁଥିଲେ । ତେବେ ଆଗମୀ ଦିନରେ ମୋକିମ ଏକ ନୂଆ ଆଞ୍ଚଳିକ ଦଳ ଗଠନ କରିବେ । ଯାହାକୁ ନେଇ ଅନେକ ଚର୍ଚ୍ଚା ହେଉଛି ।
Views: 28











